ଗୋପିନାଥପୁର ଗ୍ରାମ ପଞ୍ଚାୟତ ପରିସରରେ ପଞ୍ଚାୟତ ଓ ମୋ ସେବା କେନ୍ଦ୍ର କର୍ମଚାରି ଙ୍କ ଦ୍ଵାରା 75 ତମ ସାଧାରଣତନ୍ତ୍ର ଦିବସ ପାଳିତ

ଆୱାଜେ ହିନ୍ଦ, ଜଗତସିଂହପୁର(26/01/24): ବିରିଡି ବ୍ଲକ ଅନ୍ତର୍ଗତ ଗୋପିନାଥପୁର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତ କର୍ମଚାରୀ ଙ୍କ ସହ ପଞ୍ଚାୟତରେ ଥିବା ମୋ ସେବା କେନ୍ଦ୍ର ର କର୍ମଚାରୀ ମିଳିତ ଭାବେ 75 ତମ ସାଧାରଣତନ୍ତ୍ର ଦିବସ ପାଳନ କରିଛନ୍ତି l ଏହି ଅବସରରେ ସର୍ବ ପ୍ରଥମେ ଗୋପିନାଥପୁର ଗ୍ରାମ ପଞ୍ଚାୟତ ର ସରପଞ୍ଚ କାହ୍ନୁ ଚରଣ ବେହେରା ପତାକା ଉତ୍ତୋଳନ କରିଥିଲେ ତାଙ୍କ ସହ ପି ଇ ଓ ପ୍ରଦୀପ କୁମାର ସ୍ଵାଇଁ, ଜି…

Read More

ଜଗତସିଂହପୁର ଜିଲ୍ଲା ର ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମ ପରିସରରେ 75 ତମ ସାଧାରଣତନ୍ତ୍ର ଦିବସ ପାଳିତ ହେଲା

ଜଗତସିଂହପୁର:(26/01/24) ଜଗତସିଂହପୁର ଜିଲ୍ଲା ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମ ପରିସର ରେ 75 ତମ ସାଧାରଣ ତନ୍ତ୍ର ଦିବସ ପାଳିତ ହୋଇଯାଇଛି l ଏଥିରେ ମୁଖ୍ୟ ଅତିଥି ଭାବେ ଓଡ଼ିଶାର ମାନ୍ୟବର ମନ୍ତ୍ରୀ ଶ୍ରୀଯୁକ୍ତ ଅତନୁ ସବ୍ୟସାଚୀ ନାୟକ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରି ସମ୍ମଳିତ ପ୍ୟାରେଡ ରେ ଅଭିବାଦନ ଗ୍ରହଣ କରିଥିଲେ ଓ ତାଙ୍କ ସହିତ ମାନ୍ୟବର ବିଧାୟକ ତଥା ସରକାରୀ ଦଳର ମୁଖ୍ୟ ସଚେତକ ଶ୍ରୀଯୁକ୍ତ ପ୍ରଶାନ୍ତ କୁମାର ମୁଦୁଲୀ, ମାନ୍ୟବର ଜିଲ୍ଲାପାଳ ଶ୍ରୀମତୀ…

Read More